ଆସନ୍ତାକାଲି ସନ୍ଧ୍ୟା ୫ଟାରୁ ରାତି ୯ଟା ଯାଏଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ

0

ପୁରୀ,୨୫/୧୧: ଶ୍ରୀମନ୍ଦିର ପୁରୀରେ ସୋମବାର ସନ୍ଧ୍ୟା ୫ଟାରୁ ରାତି ୯ଟା ଯାଏଁ ସାଧାରଣ ଜନତା ଶ୍ରୀଜିଉଙ୍କ ଦର୍ଶନ କରିପାରିବେ ନାହିଁ। ଏହି ସମୟ ମଧ୍ୟରେ ଶ୍ରୀଜିଉଙ୍କ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ରହୁଥିବାରୁ ଭକ୍ତ ଏବଂ ଶ୍ରଦ୍ଧାଳୁଙ୍କୁ ଶ୍ରୀମନ୍ଦିର ବାରଣ କରାଯାଇଥିବା ସୂଚନା ମିଳିଛି।

ମିଳିଥିବା ସୂଚନା ଅନୁସାରେ ଦ୍ୱିତୀୟ ଭୋଗ ମଣ୍ଡପ ପରେ ଚାରି ଘଣ୍ଟା ପାଇଁ ପଇତା ଲାଗି ଏବଂ ବନକ ଲାଗି ଅନୁଷ୍ଠିତ ହେବ। ଫଳରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ଶ୍ରୀମନ୍ଦିରକୁ ପ୍ରବେଶ ଦିଆଯିବ ନାହିଁ।

Leave A Reply

Your email address will not be published.