କାଲିଠୁ ଓଡ଼ିଆ ଭାଷାରେ ମିଳିବ ରେଳ ଟିକେଟ ରାଜ୍ୟ By Odisha Khabar On Aug 23, 2019 0 Share ଭୁବନେଶ୍ୱର,୨୩।୮: ଏଣିକି ଓଡ଼ିଆ ଭାଷାରେ ମିଳିବ ରେଳ ଟିକେଟ । ଅଣସଂରକ୍ଷିତ ରେଳ ଟିକେଟ ମଧ୍ୟ ଓଡ଼ିଆ ଭାଷାରେ ମିଳିବ। ଏହାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ରେଳ ସଦନରେ ଉଦ୍ଘାଟନ କରିବା ପରେ ଯାତ୍ରୀମାନଙ୍କୁ ଏହି ସୁବିଧା ଉପଲବ୍ଧ ହେବ ବୋଲି ସୂଚନା ମିଳିଛି। 0 Share