ଚନ୍ଦ୍ରୟାନ-୨ର ପରୀକ୍ଷଣ ପାଇଁ ଧାର୍ଯ୍ୟ ହେଲା ଜୁଲାଇ ୨୨ ତାରିଖ

0

ଶ୍ରୀହରିକୋଟା,୧୮/୭: ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ସ୍ଥିତ ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ଗତ ଜୁଲାଇ ୧୫ରେ ଚନ୍ଦ୍ରୟାନ-୨ର ଉତ୍‌କ୍ଷେପଣ କରାଯିବାକୁ ସମସ୍ତ ପ୍ରସ୍ତୁତି ସରିଥିଲା। ହେଲେ ଶେଷ ମୂହୁର୍ତ୍ତରେ ଯାନ୍ତ୍ରୀକ ତ୍ରୁଟି ଦର୍ଶାଇ ଏହାକୁ ସ୍ଥଗିତ ରଖାଯାଇଥିଲା। ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଦ୍ୱାରା ପ୍ରସ୍ତୁତ ଚନ୍ଦ୍ରୟାନ-୨ର ପରବର୍ତ୍ତି ଉତ୍‌କ୍ଷେପଣ ତାରିଖ ଜୁଲାଇ ୨୨ ତାରିଖ ଧାର୍ଯ୍ୟ କରାଯାଇଥିବା ଇସ୍ରୋ ସୂଚନା ଦେଇଛି।

Leave A Reply

Your email address will not be published.