ଦେଢ କୁଇଣ୍ଟାଲ ଗଞ୍ଜେଇ ଜବତ: ୫ ଗିରଫ

0

ଖଡିଆଳ, ୧୦/୧୨: ଗଞ୍ଜେଇ ଚୋରା ଚାଲାଣବେଳେ ଖଡିଆଳ ପୋଲିସ ଚଢାଉ କରି ୫ ଜଣଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ପ୍ରାୟ କୁଇଣ୍ଟାଲ ୪୦ କେଜି ୬୪୦ ଗ୍ରାମ ଗଞ୍ଜେଇ ଜବତ କରାଯାଇଛି। ତା’ସହ ଗୋଟିଏ ସ୍କର୍ପିଓ, ପିକଅପ ଭ୍ୟାନ ୫ଟି ମୋବାଇଲ, ୧୨୦୦ ଟଙ୍କା ମଧ୍ୟ ଜବତ କରାଯାଇଛି।

Leave A Reply

Your email address will not be published.