ଧର୍ମେନ୍ଦ୍ର ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ : ଜୁଏଲ ଓରାମ

0

ଭୁବନେଶ୍ୱର, ୨୭/୧୧: ବିଜପିର ଆଗାମୀ ନିର୍ବାଚନରେ ଓଡ଼ିଶାର ଶାସନ ମଙ୍ଗ କିଏ ଧରିବ ସେଥିପାଇଁ କଳନାଜଳ୍ପନା ଶେଷ ହୋଇଛି। କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ୍‌ ଆଜି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ବୋଲି ସୂଚନା ଦେଇଛନ୍ତି ।

ଶ୍ରୀ ଓରାମ କହିଛନ୍ତି ଯେ ଧର୍ମେନ୍ଦ୍ରଙ୍କୁ ଆମେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କରିବୁ ବୋଲି ପୂର୍ବରୁ କହି ସାରିଛି । ସେଥିପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି । ଯିଏ ବି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହୁଅନ୍ତୁ ଓଡ଼ିଶାରେ ନବୀନ ସରକାର ଯିବା ଦରକାର । ଏହା ସହିତ ରାଜ୍ୟରେ ତାମିଲ ଶାସନ ଶେଷ ହେବା ଦରକାର ବୋଲି କହିଛନ୍ତି ।

Leave A Reply

Your email address will not be published.