ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ବିଶ୍ୱଭୂଷଣ ହରିଚନ୍ଦନ

0

ଭୁବନେଶ୍ୱର,୧/୭ : ଓଡିଶା ବିଜେପିର ବରିଷ୍ଠ ନେତା ତଥା ରାଷ୍ଟ୍ରୀୟକାର୍ଯ୍ୟକାରଣୀ ସଦସ୍ୟଓ ପୂର୍ବତନ ମନ୍ତ୍ରୀ ବିଶ୍ୱଭୂଷଣ ହରିଚନ୍ଦନ ଆଜି ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସୈାଜନ୍ୟମୂଳକ ସାକ୍ଷାତ କରି ତାଙ୍କ ରଚିତ ଆତ୍ମଜୀବନୀ ପୁସ୍ତକ ‘‘ସଂଗ୍ରାମ ସରିନାହିଁ’’କୁ ଅର୍ପଣ କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଶ୍ରୀହରିଚନ୍ଦନ ଓଡିଶାର ବିଭିନ୍ନ ପ୍ରସଙ୍ଗରେ ଅନେକ ସମୟ ଧରି ଆଲୋଚନା କରିଥିଲେ ବୋଲି ରାଜ୍ୟ ଗଣମାଧ୍ୟମ ମୁଖ୍ୟ ଓ ରାଜ୍ୟ ମୁଖ୍ୟପାତ୍ର ଶ୍ରୀ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।

Leave A Reply

Your email address will not be published.