ବଜେଟ୍‌ ହାଇଲାଇଟସ୍‌ : ୨୦୧୯ ବଜେଟ୍‌ର ମୁଖ୍ୟାଂଶ

0

* ଆସନ୍ତା ଆର୍ଥିକ ବର୍ଷର ପ୍ରଥମ ୪ ମାସ ପାଇଁ କାମଚଳା ବଜେଟ ଉପସ୍ଥାପନ
* ଜାତୀୟ ଅଭିବୃଦ୍ଧି ହାର ତୁଳନାରେ ଓଡିଶାର ଅଭିବୃଦ୍ଧି ହାର ଅଧିକ
* କୃଷକଙ୍କ ସମସ୍ୟା ଦୂର କରିବା ପାଇଁ କାଳିଆ ଯୋଜନାର ଘୋଷଣା ହୋଇଛି
* କୃଷକ ମାନଙ୍କ ଆୟ ଦ୍ୱିଗୁଣିତ କରିବାରେ ଓଡିଶା ସଫଳ
* ବିଗତ ୧୮ ବର୍ଷ ମଧ୍ୟରେ ରାଜ୍ୟର ନିଜସ୍ୱ ଆୟ ବଢିଛି
* ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଓଡିଶାର ବିକାଶ ହୋଇଛି
* ମଧୁବାବୁ ପେନସନ ଯୋଜନାରେ ୪୮ ଲକ୍ଷ ଲୋକ ସାମିଲ
* କାଳିଆ ଯୋଜନା ପାଇଁ ୪୪୬୧ କୋଟି
* କୃଷି ଋଣ ସୁଧ ରିହାତି ପାଇଁ ୮୦୦ କୋଟି
* ପିଠା ଯୋଜନାରେ ୪୦୦ କୋଟିର ବ୍ୟବସ୍ଥା
* ବସୁଧା ଯୋଜନାରେ ୨୯୩୫ କୋଟି
* ମଧୁବାବୁ ପେନସନ ଯୋଜନା ପାଇଁ ୨୧୨୦ କୋଟି
* ଟଙ୍କିକିଆ ଚାଉଳ ଯୋଜନା ପାଇଁ ୧୦୨୮ କୋଟି
* ମିଶନ ଶକ୍ତି ଯୋଜନା ପାଇଁ ୩୦୧ କୋଟି
* ମମତା ଯୋଜନା ପାଇଁ ୩୦୫ କୋଟି
* ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ପାଇଁ ୮୬୪ କୋଟି
* ଗୋପବନ୍ଧୁ ଗ୍ରାମୀଣ ଯୋଜନା ୫୦୦ କୋଟି
* ବିଜୁ ଯୁବ ବାହିନୀ ଯୋଜନା ପାଇଁ ୧୦୫ କୋଟି
* ପାର୍ବତୀ ଗିରି ବୃହତ ଉଠାଜଳସେଚନ ପାଇଁ ୧୭୭୭ କୋଟି
* ଜଳକ୍ଷେତ୍ର ଭିତ୍ତିଭୂମି ଉନ୍ନୟନ କାର୍ଯ୍ୟକ୍ରମ ପାଇଁ ୧୪୬୫ କୋଟି
* ସଡକ ଉନ୍ନୟନ କାର୍ଯ୍ୟକ୍ରମ ପାଇଁ ୧୩୦୦ କୋଟି
* ଅନୁସୂଚିତ ଜାତି ଓ ଜନଜାତିର ଛାତ୍ରଛାତ୍ରୀଙ୍କ ପାଇଁ ବୃତ୍ତି ଯୋଜନାରେ ୯୫୯ କୋଟି
* ୩୩/୧୧ କେ.ଭି ସବ ଷ୍ଟେସନ ପାଇଁ ୫୩୩ କୋଟି
* ବିଜୁ ସେତୁ ଯୋଜନା ପାଇଁ ୫୦୦ କୋଟି
* ରେଳ ପ୍ରକଳ୍ପର ଉନ୍ନତିକରଣ ପାଇଁ ୪୧୦ କୋଟି
* ଉନ୍ନତି ଯୋଜନାରେ ୪୦୧ କୋଟି
* ଆଡିବନ୍ଧ ନିର୍ମାଣ ପାଇଁ ୩୫୭ କୋଟି
* ମୁଖ୍ୟମନ୍ତ୍ରୀ ସଡକ ଯୋଜନା ପାଇଁ ୩୫୦ କୋଟି
* ଓଡିଶା ଆଦର୍ଶ ବିଦ୍ୟାଳୟ ଯୋଜନା ପାଇଁ ୩୦୦ କୋଟି
* ବିହନ ଓ ସାର ପାଇଁ କର୍ପସ ଫାଣ୍ଠି ନିମିତ୍ତ ଅର୍ଥ୨୬୦ କୋଟି
* ଜଳକ୍ଲିଷ୍ଟ ଅଞ୍ଚଳରେ ଭୂତଳ ଜଳ ଉତ୍ତୋଳନ ପାଇଁ ୨୫୦ କୋଟି
* ଅନୁସୂଚିି ଜାତି ଓ ଜନଜାତିଙ୍କ ଛାତ୍ରବାସ ନିର୍ମାଣ ପାଇଁ ୨୨୭ କୋଟି
* କେନାଲ ପ୍ରଣାଳୀର ସୁବ୍ୟବସ୍ଥିତ କାର୍ଯ୍ୟକ୍ରମ ୨୧୦ କୋଟି
* ରାଜ୍ୟ ରାଜପଥ ଉନ୍ନୟନ ପ୍ରକଳ୍ପ ୨୦୦ କୋଟି
* ରାଜ୍ୟ ରାଜଧାନୀ ଅଞ୍ଚଳରେ ବିଦ୍ୟୁତକରଣ ସୁବିଧା ପାଇଁ ୧୯୦ କୋଟି
* ଇପିଆର ଅନ୍ତର୍ଗତ ପ୍ରୋତ୍ସାହନ ପାଇଁ ୧୮୮ କୋଟି

Leave A Reply

Your email address will not be published.