ବ୍ୟାଙ୍କ ଡକାୟତି ଘଟଣା: ମାଷ୍ଟରମାଇଣ୍ଡ ମାଧବ ରବି ଦାସଙ୍କୁ ରିମାଣ୍ଡରେ ନେଲା ପୋଲିସ

ଅନୁଗୋଳ, ୧୧ /୧୨: ଅନୁଗୋଳ ସ୍ଥିତ ଆନ୍ଧ୍ର ଓ ଇଣ୍ଡିଆନ ବ୍ୟାଙ୍କ ଡକାୟତି ଘଟଣାରେ ମାଷ୍ଟରମାଇଣ୍ଡ ମାଧବ ରବି ଦାସଙ୍କୁ ଅନୁଗୋଳ ପୋଲିସ ରିମାଣ୍ଡରେ ଆଣି ପହଞ୍ଚିଛି। ଡାକ୍ତରି ମାଇନା ପରେ ତାଙ୍କୁ କୋର୍ଟରେ ହାଜର କରାଯାଇଛି। ମାଧବଙ୍କ ନିକଟରୁ ବହୁ ତଥ୍ୟ ପୋଲିସକୁ ମିଳିଥିବା ବେଳେ ସୂଚନା ମିଳିଛି।

SBI AD