ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଗଛକଟା ବନ୍ଦ କର

0

ଭୁବନେଶ୍ୱର, ୧୮/୧୧: ଢେଙ୍କାନାଳ ଜିଲ୍ଲା ଓଡ଼ପଡ଼ା ବ୍ଲକ ବଳରାମପୁର ଝିଙ୍କରଡିହି ଜଙ୍ଗଲରେ ବିୟର ଫ୍ୟାକ୍ଟ୍ରି ପାଇଁ ସହସ୍ରାଧିକ ଗଛ କାଟିବା ଘଟଣାରେ କ୍ଷୋଭ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି ହୋଇଛି। ବିୟର ଫ୍ୟାକ୍ଟ ନାଁରେ ଚାଲିଥିବା ଗଛକଟାକୁ ତୁରନ୍ତ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଏହାସହ ଏହି ଘଟଣାର ଅନୁଧ୍ୟାନ ପାଇଁ ଆରଡିସିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.