ସୂର୍ଯ୍ୟନାରାୟଣଙ୍କୁ ପର୍ଯ୍ୟବେକ୍ଷକ, ପ୍ରିୟଦର୍ଶୀଙ୍କୁ ମୁଖପାତ୍ର ଦାୟିତ୍ୱ

0

ଭୁବନେଶ୍ୱର,୧୨/୪: ବିଜେଡି ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦଳର ଉପସଭାପତି ସୂର୍ଯ୍ୟନାରାୟଣ ପାତ୍ରଙ୍କୁ କେନ୍ଦୁଝର ଜିଲା ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି କରିଛନ୍ତି। ସେହିପରି ଦଳର ସାଧାରଣ ସମ୍ପାଦକ ପ୍ରିୟଦର୍ଶୀ ମିଶ୍ର ଦଳର ମୁଖପାତ୍ର ଭାବେ ନିଯୁକ୍ତ ହୋଇଛନ୍ତି। ଏ ନେଇ ଦଳର ସାଧାରଣ ସମ୍ପାଦକ ବିଜୟ ନାୟକ ଏକ ପ୍ରେସ ଇସ୍ତାହାରରେ ସୂଚନା ଦେଇଛନ୍ତି।

Leave A Reply

Your email address will not be published.