୯ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

0

ଭୁବନେଶ୍ୱର,୩୦/୭: ମନ୍‌ସୁନ୍‌ ଟ୍ରଫଲାଇନ୍‌ ପ୍ରଭାବରେ ମଙ୍ଗଳବାର ରାଜ୍ୟର କେତୋଟି ସ୍ଥାନରେ ସ୍ବଳ୍ପ ବର୍ଷା ହେବ। ଏଥିସହ ୯ଟି ଜିଲାରେ ପ୍ରବଳ ବର୍ଷା ହେବାର ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ଜିଲାଗୁଡ଼ିକ ହେଲା କୋରାପୁଟ, ମାଲକାନଗିରି, ବରଗଡ଼, ନୂଆପଡ଼ା, ନବରଙ୍ଗପୁର, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ଦେବଗଡ଼। ତେବେ ଅଗଷ୍ଟ ପହିଲାରୁ ସାରା ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଜଣାପଡ଼ିଛି।

Leave A Reply

Your email address will not be published.