କେନ୍ଦ୍ରାପଡ଼ା: ନେତାଜୀ ଜୟନ୍ତୀ ପାଳନ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

କେନ୍ଦ୍ରାପଡ଼ା,୨୩/୧: କେନ୍ଦ୍ରାପଡ଼ା ୧୨ନମ୍ବର ଓ୍ଵାର୍ଡ ସରକାରୀ ହାଇସ୍କୁଲ ପଡ଼ିଆରେ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ୧୨୨ତମ ଜୟନ୍ତୀ ପାଳନ ଅବସରରେ ଏକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ଆୟୋଜନକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିବା ଜଣାପଡ଼ିଛି । ଫଳରେ ପରିସ୍ଥିତି ଉତ୍ତେଜନାମୂଳକ ହୋଇଯାଇଛି। ଘଟଣାସ୍ଥଳରେ କେନ୍ଦ୍ରାପଡ଼ା ଏସ୍‌ପି ଓ ସବ୍‌କଲେକ୍ଟର ଉପସ୍ଥିତ ଅଛନ୍ତି। ଏଥିସହିତ ପ୍ରଶାସନ ପକ୍ଷରୁ ସହରରେ ୧୪୪ ଧାରା ଜାରି କରାଯାଇଛି।

SBI_Festive_Digital Billboard