ବଢିଲା ସୁନା ଏବଂ ରୁପା ଦର

ଭୁବନେଶ୍ୱର, ୧୩/୧୦ : ବଢିଲା ସୁନା ଏବଂ ରୁପା ଦର । ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୨୫,୪୦୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧, ୧୪,୯୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧, ୨୫,୪୦୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧, ୧୪,୯୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧, ୨୫,୪୦୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧, ୧୪,୯୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୨୫,୫୫୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୧୫,୧୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧, ୨୫,୭୩୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧, ୧୫,୨୫୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧, ୨୫, ୪୦୦ ଓ ୧, ୧୪,୯୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୮୫,୦୦୦ ଟଙ୍କା ହୋଇଛି ।

SBI_Festive_Digital Billboard