ଭୁବନେଶ୍ୱର, ୨୨/୧୨ : ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୫,୨୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୨୪,୦୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୩୫,୨୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୨୪,୦୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୩୫,୨୮୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୨୪,୦୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୩୫,୪୩୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୨୪,୦୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୩୬,୧୫୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୨୪,୮୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୩୫,୨୮୦ ଓ ୧,୨୪,୦୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୧୯,୦୦୦ ଟଙ୍କା ହୋଇଛି ।
