ନବରଙ୍ଗପୁରରେ ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୩/୦୨ : ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ। ନବରଙ୍ଗପୁରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଦ୍ବାରା ଶୁଭାରମ୍ଭ । ଜଗନ୍ନାଥଙ୍କ ଦର୍ଶନ ପାଇଁ ୧୪୮ ଜଣଙ୍କୁ ପୁରୀ ପଠାଇଲା ପ୍ରଶାସନ। OSRTC ବସ୍‌ରେ ପୁରୀ ବାହାରିଲେ, ପତାକା ଦେଖାଇଲେ ମୁଖ୍ୟମନ୍ତ୍ରୀ। ନବରଙ୍ଗପୁରରେ ମେଡିକାଲ କଲେଜର ଭିତ୍ତିପ୍ରସ୍ତର ମଧ୍ୟ ସ୍ଥାପନ କରିଛନ୍ତି ।