ବଲିଉଡର ଲୋକପ୍ରିୟ ଗାୟିକା ଆଶା ଭୋସଲେଙ୍କ ପରଲୋକ

ନୂଆଦିଲ୍ଲୀ, ୧୨/୦୪ : ଲୋକପ୍ରିୟ ଗାୟିକା ଆଶା ଭୋସଲେଙ୍କ ପରଲୋକ । ପରଲୋକ ନେଇ ସୂଚନା ଦେଲେ ପୁଅ ଆନନ୍ଦ ଭୋସଲେ । ୯୨ ବର୍ଷ ବୟସରେ ଆଖି ବୁଜିଲେ ଆଶା ଦିଦି । ଗତକାଲି ଏପ୍ରିଲ ୧୧ ଶନିବାର ମୁମ୍ବାଇର ବ୍ରିଚକ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଆଶା ଭୋସଲେ, ଗୁରୁତର ଦୁର୍ବଳତା ଏବଂ ଛାତିରେ ଇନଫେକ୍ସନ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ।