ରାଜଧାନୀରେ ପୁଣି ଲଜ୍ଜା, ବୟଫ୍ରେଣ୍ଡ୍ ରୁମରେ ଗଲଫ୍ରେଣ୍ଡକୁ ଗଣଦୁଷ୍କର୍ମ

ଭୁବନେଶ୍ୱର, ୧୩/୦୫ : ଇଞ୍ଜିନିୟରିଂ ଛାତ୍ରୀକୁ ଗଣଦୁଷ୍କର୍ମ ଅଭିଯୋଗ । ଭୁବନେଶ୍ବର ଇନଫୋଭ୍ୟାଲି ଥାନା କାଇମାଟିଆ ଅଞ୍ଚଳରେ ଘଟଣା ଘଟିଛି । ଘଟଣାରେ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ ଗିରଫ କଲା କମିଶନରେଟ ପୋଲିସ । ଗିରଫ ଅଭିଯୁକ୍ତ ହେଲେ ସିପୁନ ବେହେରା,ରଞ୍ଜନ ବେହେରା ,ଶୁଭଙ୍କର ପାଢ଼ୀ ଓ ରତିକାନ୍ତ । ଦୁଷ୍କର୍ମ ପଛରେ ବୟଫ୍ରେଣ୍ଡ ଓ ତାର ସାଙ୍ଗ ସାମିଲ ଥିଲେ । ଅଭିଯୁକ୍ତକୁ ଗିରଫ ପରେ ତଦନ୍ତ କରୁଛି ପୋଲିସ ।