ଭୁବନେଶ୍ୱର, ୦୩/୧୦ : ଏସିଆନ ଗେମ୍ସରେ ସ୍ୱର୍ଣ୍ଣ ପଦକ ଜିତିଥିବା ଭାରତୀୟ ମହିଳା ହକି ଟିମର ପ୍ରତ୍ୟେକ ଖେଳାଳିଙ୍କୁ ମିଳିବ ୧୧ ଲକ୍ଷ ଟଙ୍କାର ପୁରସ୍କାର । ସେହିପରି ଟିମର ପ୍ରତ୍ୟେକ ସପୋର୍ଟ ଷ୍ଟାଫ୍ ସଦସ୍ୟଙ୍କୁ ୫ ଲକ୍ଷ ୫୦ ହଜାର ଟଙ୍କା ଲେଖାଏଁ ପୁରସ୍କାର ଦିଆଯିବ। ଏହି ପୁରସ୍କାର ରାଶି ହକି ଇଣ୍ଡିଆ ଘୋଷଣା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।