ଭୁବନେଶ୍ୱର, ୦୧/୧୧ : କମିଲା ସୁନା ଓ ରୁପା ଦାମ୍ । ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୮,୮୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୨୭,୩୦୦ ଟଙ୍କା ଛୁଇଁଛି । ୧୮ କ୍ୟାରେଟ ସୁନା ଦାମ୍ ୧୦,୬୬୯ ଟଙ୍କା ରହିଛି । ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ୧,୩୮,୮୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୨୭,୩୦୦ ଟଙ୍କା ରହିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ସୁନା ୧,୩୮,୮୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୨୭,୩୦୦ ଟଙ୍କା ଛୁଇଁଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୩୯,୦୩୦ ଟଙ୍କା ଓ ୨୨ କ୍ୟାରଟେ ୧,୨୭,୪୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୩୮,୮୮୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୨୭,୩୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୩୮,୮୮୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୨୭,୩୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୦୦,୦୦୦ ଟଙ୍କା ହୋଇଛି ।