ଆଜି ବସିବ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ବପୂର୍ଣ୍ଣ ବୈଠକ ରାଜ୍ୟ By Odisha Khabar On Jun 18, 2020 Share ଭୁବନେଶ୍ୱର, ୧୮/୬: ଆଜି ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ । ସଂଧ୍ୟାରେ ଲୋକସେବା ଭବନରେ ବସିବ କ୍ୟାବିନେଟ୍ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଏହି କ୍ୟାବିନେଟ୍ ବୈଠକ । ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହୋଇପାରେ । Share