କଟକ, ୧୯/୮: ହୋମ୍ ଗାର୍ଡଙ୍କ ଭତ୍ତା ବୃଦ୍ଧି କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ। ହୋମଗାର୍ଡଙ୍କ ଦୈନିକ ଭତ୍ତା ୫୩୩ ଟଙ୍କାକୁ ବୃଦ୍ଧି କରିବାକୁ ନିର୍ଦ୍ଦେଶ ଦିଆଯାଇଛି।୨୦୨୦ ଜାନୁଆରୀରୁ ପିଛିଲା ଭାବେ ଭତ୍ତା ଦେବା ପାଇଁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଭତ୍ତା ବୃଦ୍ଧି ସମ୍ପର୍କିତ ସରକାରଙ୍କ ରିଭିୟୁ ପିଟିସନର ଶୁଣାଣି କରି ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ।