ସେପ୍ଟେମ୍ବର ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ୨ କଳା ପରୀକ୍ଷା ଫଳ

ଭୁବନେଶ୍ୱର, ୨୫/୮ : ସେପ୍ଟେମ୍ବର ମାସ ପ୍ରଥମ ସପ୍ତାହରେ ଯୁକ୍ତ ୨ କଳା ପରୀକ୍ଷା ଫଳ ପ୍ରକାଶ ପାଇବ । ଯୁକ୍ତ ୨ କଳା ସହ ଧନ୍ଦାମୂଳକ ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ। ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି।