ରାଜ୍ୟରୁ ଆଜି ସୁସ୍ଥ ହେଲେ ୨୭୮୭ ଜଣ କରୋନା ଆକ୍ରାନ୍ତ, ୧ ଲକ୍ଷ ଟପିଲା ସୁସ୍ଥଙ୍କ ସଂଖ୍ୟା

ଭୁବନେଶ୍ୱର, ୮/୯ : ରାଜ୍ୟରୁ ଆଜି ୩୦୩୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ନୂଆ ସୁସ୍ଥଙ୍କୁ ମିଶାଇଲେ ଏଯାବତ ରାଜ୍ୟରୁ ୧ ଲକ୍ଷ ୨ ହଜାର ୧୮୫ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଥିବା ଜଣାପଡ଼ିଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୪୫ ଆକ୍ରାନ୍ତ ସୁସ୍ଥ ହୋଇଥିବା ରିପୋର୍ଟ ରହିଛି।