ଆଉ ୪୦ ମୁଣ୍ଡ ନେଲା କରୋନା ରାଜ୍ୟ By Odisha Khabar On Jun 2, 2021 Share ଭୁବନେଶ୍ୱର: ଆଜି ରାଜ୍ୟରେ ପୁଣି ଉପରମୁହାଁ ହୋଇଛି । ଗତ ୨୪ ଘଣ୍ଟା ଭିତରେ ୪୦ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨ହଜାର ୮୩୧ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। CoronavirusCOVID-19odishaOdisha NewsState News Share