ଭଦ୍ରକାଳୀଙ୍କୁ ଦର୍ଶନ କଲେ ଗୃହମନ୍ତ୍ରୀ

ଆରଡି, ୧୭/୨:କେନ୍ଦ୍ରଗୃହ ମନ୍ତ୍ରୀ ରାଜନାଥ ସିଂ ରବିବାର ମଧ୍ୟାହ୍ଣରେ ଭଦ୍ରକରେ ପହଞ୍ଚି ମା’ ଭଦ୍ରକାଳୀଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରି ୧୫ମିନିଟ ମଧ୍ୟରେ ପ୍ରତ୍ୟାବର୍ତ୍ତନ କରିଥିଲେ। ତାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମା’ଙ୍କୁ ଦର୍ଶନ କରିଥିଲେ। ପୂର୍ବରୁ ବାସୁଦେବପୁରର ରକ୍ତତୀର୍ଥ ଇରମଠାରେ ରାଜନାଥ ସିଂ ଏବଂ ଧର୍ମେନ୍ଦ୍ର ପ୍ରଧାନ ପହଞ୍ଚି ଶହୀଦ ସମାଧି ପୀଠରେ ମାଲ୍ୟାର୍ପଣ କରିଥିଲେ।

SBI_Festive_Digital Billboard