ମେଷ : ଭ୍ରମଣ ଯୋଗ ରହିଛି। ଆୟରେ ବୃଦ୍ଧି ହେବ। ଚାକିରିରେ ଉଚ୍ଚ ସ୍ଥାନ ପ୍ରାପ୍ତି ହେବ। ପରିବାରରେ ସୁଖ ଶାନ୍ତି ଲାଗି ରହିବ। ବ୍ୟବସାୟରେ ଭଲ ଫଳ ମିଳିବ। ନୂତନ ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିବେ।
ବୃଷ : ନୂତନ ଯାନବାହାନ କ୍ରୟ କରିବେ। ଛାତ୍ରଛାତ୍ରୀମାନେ ବ୍ୟସ୍ତତାରେ ଦିନ କାଟିବେ। ମିଳୁନଥିବା ଅର୍ଥ ହଠାତ୍ ପ୍ରାପ୍ତି ହେବ। ବ୍ୟବସାୟରେ ଆଗକୁ ବଢ଼ିବେ। ଦମ୍ପତିମାନଙ୍କ ପାଇଁ ଦିନଟି ଉତ୍ତମ ରହିଛି। ଗୁରୁଜନଙ୍କ ସହଯୋଗ ମିଳିବ।
ମିଥୁନ : ନିଜ ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବା ନିହାତି ଆବଶ୍ୟକ। ଚାକିରି କ୍ଷେତ୍ର ସାମାନ୍ୟ ରହିବ। କୌଣସି ବାହ୍ୟ ସ୍ଥାନରୁ ସମ୍ମାନ ମିଳିପାରେ। ବ୍ୟବସାୟରେ ନିବେଶ କରନ୍ତୁ ନାହିଁ। ପ୍ରେମ ସମ୍ପର୍କ ନିବିଡ଼ ହେବ। ବିଦ୍ୟାର୍ଥୀମାନେ ଉପକୃତ ହେବେ।
କର୍କଟ : ସମ୍ମାନ ପ୍ରାପ୍ତିର ଯୋଗ ରହିଛି। ଭ୍ରମଣ ଯୋଗ ରହିଛି। ମନରେ ସାମାନ୍ୟ ଗ୍ଳାନି ଦେଖା ଦେଇପାରେ। ପାରିବାରିକ ଜୀବନ ସୁଖ ମୟ ହେବ। ଦିନଟି ସଂପୂର୍ଣ୍ଣ ଭଲରେ କଟିବ। ବ୍ୟବସାୟରେ ଭଲ ଲାଭ ମିଳିପାରେ।
ସିଂହ : ବ୍ୟବସାୟୀ ମାନଙ୍କର ନୂତନ ଚୁକ୍ତି ଯୋଗୁଁ ଲାଭବାନ ହେବାର ସମ୍ଭାବନା ରହିଛି। ମାତାପିତାଙ୍କ ଆଶୀର୍ବାଦ ମିଳିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବିଦ୍ୟାର୍ଥୀମାନେ ପରୀକ୍ଷାରେ ସଫଳତା ଅର୍ଜନ କରିବେ।
କନ୍ୟା : ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ ରହିଛି। ନୂତନ ବ୍ୟବସାୟ ଆରମ୍ଭ ଆଜି କଲେ ଶୁଭ ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିବ।
ତୁଳା : ନୂତନ ଚାକିରିରେ ଯୋଗଦାନ ଦେଇଥିବା ବ୍ୟକ୍ତିଙ୍କୁ ନୂଆ ସୁଯୋଗ ସୃଷ୍ଟି ହେବା। ଧାର ଦେଇଥିବା ପଇସା କାଲି ଆପଣ ଫେରସ୍ତ ପାଇବେ। ନୂତନ ବସ୍ତୁ କ୍ରୟ କରିବେ। ଛାତ୍ରଛାତ୍ରୀମାନେ ଉପକୃତ ହେବେ।ବ୍ୟବସ୍ଥା ଆଶାନୁରୂପ ଫଳ ଦେବ।
ବିଛା : ଛାତ୍ରଛାତ୍ରୀମାନେ କୃତକାର୍ଯ୍ୟ ହେବେ। ଦମ୍ପତିମାନେ ଆଲୋଚନା କରି ନୂଆ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଭ୍ରମଣର ଯୋଗ ରହିଛି। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ପରିବାରରେ ଖୁସିର ମାହୋଲ ରହିବ।
ଧନୁ : ସନ୍ତାନଙ୍କ ସ୍ଵାସ୍ଥ୍ୟଗତ ସମସ୍ୟାକୁ ନେଇ ଚିନ୍ତ ରେ ରହିବେ। ପୈତୃକ ସମ୍ପତିକୁ ନେଇ ବିବାଦ ଲାଗି ପାରେ। ବନ୍ଧୁ ମିଳନର ଯୋଗ ରହିଛି।
ମକର : କର୍ମରେ ଆପଣଙ୍କୁ ମଧ୍ୟମ ଫଳ ପ୍ରାପ୍ତି ଯୋଗ ରହିଛି। ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି। ଶତ୍ରୁଙ୍କ ଠାରୁ ଦୂରତା ରକ୍ଷା କରନ୍ତୁ। ନିବେଶ ପାଇଁ ଦିନଟି ଉତ୍ତମ ରହିଛି। ବିଦ୍ୟାର୍ଥୀମାନଙ୍କୁ ପ୍ରଶଂସା ମିଳିପାରେ।
କୁମ୍ଭ : ଆଜି ଦିନଟି ଆପଣଙ୍କୁ ମଧ୍ୟମ ଫଳ ପ୍ରାପ୍ତ କରାଇବ। ନିର୍ଣ୍ଣୟ ଆପଣଙ୍କ ପକ୍ଷ ରେ ରହିବ। ସାମାନ୍ୟ ମାନସିକ ଅସାନ୍ତି ଦେଖା ଦେବ। କିନ୍ତୁ ନିଜ ନିଅନ୍ତ୍ରଣ ଯୋଗୁଁ ତାହା ଆପଣ ସମାଧାନ କରିବାକୁ ସକ୍ଷମ ହେବେ। ବ୍ୟବସାୟରେ ମଧ୍ୟମ ଫଳ ପ୍ରାପ୍ତ ହେବ।
ମୀନ : କାର୍ଯ୍ୟ କ୍ଷେତ୍ରରେ ନିଜକୁ ବ୍ୟସ୍ତ ରଖିବେ। ଅଟକି ଥିବା କାର୍ଯ୍ୟର ଆଜି ପୁନ ଆରମ୍ଭ କରିବେ। ଛାତ୍ରଛାତ୍ରୀମାନେ ନିଜ କାର୍ଯ୍ୟରେ ମନୋନିବେଶ କରିବେ। ଦମ୍ପତିମାନଙ୍କ ପାଇଁ ଦିନଟି ବ୍ୟସ୍ତବହୁଳ ରହିବ।
