ଆଜିର ରାଶିଫଳ (ସୋମବାର)

ତା : ୨୪ / ୪ / ୨୦୨୩

0

ମେଷ : ଆଜି ଦିନଟି ବହୁତ୍ ଭଲ ଯୋଗ ରହିଛି । ରାଜନୀତିରେ ସଫଳତା ପ୍ରାପ୍ତି ହେବ । ଆବଶ୍ୟକତା ଠାରୁ ଅଧିକ ଖର୍ଚ୍ଚ ହୋଇପାରେ । ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ କରିବେ । ବ୍ୟବସାୟରେ ଅଟକି ଥିବା କାର୍ଯ୍ୟ ଆଗକୁ ବଢିବା ।

ବୃଷ : ବ୍ୟବସାୟରେ ଆଶାନୁରୂପ ଫଳ ପ୍ରାପ୍ତ ହେବ। ଦିନଟି ଉତ୍ତମ ଫଳ ଦେବ । ଚାକିରି କ୍ଷେତ୍ରରେ ନିରବତା ରକ୍ଷା କରିବା ଆଜି ନିହାତି ଆବଶ୍ୟକ । ଦମ୍ପତି ମାନଙ୍କର ଦୂର ଯାତ୍ରାର ଯୋଗ ରହିଛି ।

ମିଥୁନ : ଚାକିରି କ୍ଷେତ୍ରରେ ପଦୋନ୍ନତି ହେବ । ଅଧିକ ପରିଶ୍ରମ କରିବାକୁ ପଡ଼ିପାରେ । ଦିନଟି ଆଶାନୁରୂପ ଫଳ ଦେବ । ଛାତ୍ରଛାତ୍ରୀମାନେ ସଫଳତା ପ୍ରାପ୍ତ କରିବେ । କିଛି ଖୁସି ଖବର ମିଳିବ ।

କର୍କଟ : ଦାମ୍ପତ୍ୟ ଜୀବନରେ ଶାନ୍ତି ଦେଖା ଦେବ । ଧାର୍ମିକ ସ୍ଥାନକୁ ଭ୍ରମଣରେ ଯାଇପାରନ୍ତି । ଦିନଟି ଶୁଭରେ କଟିବ । ଆୟର ଯୋଗ ରହିଛି। ବ୍ୟବସାୟରେ ଅଟକି ଥିବା କାର୍ଯ୍ୟ ପୁଣି ଆରମ୍ଭ ହେବ ।

ସିଂହ : କାର୍ଯ୍ୟ କ୍ଷେତ୍ରରେ ପ୍ରଶଂସା ମିଳିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଅଟକି ଥିବା ଧନକୁ ପାଇ ଖୁସି ହେବେ । ବ୍ୟବସାୟରେ ଜଗିରଖି କାର୍ଯ୍ୟ କଲେ ଆୟ ଉତ୍ତମ ହେବ । ବିଦ୍ୟାର୍ଥୀଙ୍କ ପରିଶ୍ରମ ସଫଳତା ଦେବ ।

କନ୍ୟା : ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଶତ୍ରୁଙ୍କ ପରାଜୟ ହେବ । ଦିନଟି ବହୁତ୍ ଖୁସି ଖବର ଦେବ । କର୍ମକ୍ଷେତ୍ରରେ ନୂତନ ପଦ ପଦବୀରେ ଯୋଗଦାନ କରିବେ । ବ୍ୟବସାୟ ଖୁବ୍ ଭଲ ହେବ ।

ତୁଳା : ସନ୍ତାନଙ୍କ ପାଇଁ ସାମାନ୍ୟ ଚିନ୍ତାରେ ରହିବେ । ପ୍ରେମ ସମ୍ପର୍କରେ ତୁତନ ଆଶା ଉଜ୍ଜୀବିତ ହେବ । ଅର୍ଥ ନିବେଶ ପାଇଁ ଦିନଟି ଖୁବ୍ ଭଲ ରହିଛି । କିଛି ଗୁରୁତ୍ଵପୂର୍ଣ୍ଣ ନିଷ୍ପତି ନେଇ ପାରନ୍ତି । ବିଦ୍ୟାର୍ଥୀମାନେ ସଫଳତା ଅର୍ଜନ କରିବେ।

ବିଛା : ନୂଆ ବ୍ୟବସାୟ ଆରମ୍ଭ କରିବା ପାଇଁ ଦିନଟି ଶୁଭ ରହିଛି । ରାଜନୀତି ସମ୍ମାନିତ ହେବାର ଯୋଗ ଅଛି । ଦିନଟି ଭଲ ଫଳ ଦେବ । କାର୍ଯ୍ୟ କ୍ଷେତ୍ରରେ ଦାୟିତ୍ବବାନ ହେବେ । ଗୃହରେ ପୂଜା ପାଠର ଆୟୋଜନ ହେବ ।

ଧନୁ : ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଅତି ଉତ୍ତମ ରହିଛି। ବ୍ୟବସାୟରେରେ ଧନ ପ୍ରାପ୍ତିର ଯୋଗ ରହିଛି । ଚାକିରି କ୍ଷେତ୍ରରେ ନିଶ୍ଚିନ୍ତ ଶୁଭ ଖବର ମିଳିବ । ବନ୍ଧୁଙ୍କ ଦ୍ଵାରା ଆୟର ଅବସର ପ୍ରାପ୍ତ ହେବ । ବିବାହ ପ୍ରସ୍ତାବ ଆସିପାରେ ।

ମକର : ଭ୍ରମଣର ଯୋଗ ରହିଛି । ଚାକିରିରେ ସ୍ଥାନ ପରିବର୍ତ୍ତନ ହେବ । ସ୍ବାସ୍ଥ୍ୟ କ୍ଷେତ୍ରରେ ସମସ୍ୟା ଦେଖା ଦେବ ।ପୁରୁଣା ବନ୍ଧୁଙ୍କ ସହ ମିଳନ ହେବ ।ବ୍ୟବସାୟ ମଧ୍ୟମ ଫଳ ଦେବ । ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ।

କୁମ୍ଭ : ଦୂର ଯାତ୍ରା କରିପାରନ୍ତି । ଯେ କୌଣସି କ୍ଷେତ୍ରରୁ ଶୁଭ ସମାଚାର ମିଳିବ । ଭାଗ୍ୟର ସାଥ ମିଳିବ । ଜୀବନ ସାଥିଙ୍କ ସହଯୋଗ ମିଳିବ । ମାଲି ମକଦ୍ଦମାରେ ଜୟଯୁକ୍ତ ହେବେ । ବିଦ୍ୟାର୍ଥୀମାନେ ପ୍ରଗତି କରିବେ ।

ମୀନ : ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଅନିଚ୍ଛା ସତ୍ତ୍ୱେ ଖର୍ଚ୍ଚ ବୃଦ୍ଧି ହେବ । ପରିବାରରେ ଖୁସି ଦେଖିବାକୁ ମିଳିବ । ନିଜ ସ୍ବାସ୍ଥ୍ୟର ଧ୍ୟାନ ରଖନ୍ତୁ। ଦୂର ଯାତ୍ରା କରିବେ । ଗୃହରେ ଧାର୍ମିକ କାର୍ଯ୍ୟର ଆୟୋଜନ ହେବ ।

SBI AD
Leave A Reply

Your email address will not be published.