ମଝିରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା ଆମ ବସ୍ ଦୁର୍ଘଟଣାରାଜ୍ୟ By Odisha Khabar Last updated Jan 10, 2026 Share ଭୁବନେଶ୍ୱର, ୧୦/୦୧ : ଭୁବନେଶ୍ବର କଳିଙ୍ଗ ଷ୍ଟୁଡିଓ ଛକରେ ଘଟିଛି ଅଘଟଣ। ମଝି ରାସ୍ତାରେ ଜଳିଗଲା ଆମ ବସ୍। ସର୍ଟିସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ପୋଲିସ ପହଞ୍ଚି ବସରେ ଥିବା ଯାତ୍ରୀମାନଙ୍କୁ ଉଦ୍ଧାର କରିଛି। ଘଟଣାସ୍ଥଳରେ ଅଗ୍ନିଶମବାହିନୀ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ କରୁଛି। Share