ଭୁବନେଶ୍ୱରରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ପୂଜକ ଗିରଫ ରାଜ୍ୟ By Odisha Khabar Last updated Nov 27, 2026 Share ଭୁବନେଶ୍ୱର, ୨୭/୧୧ : ରାଜଧାନୀ ଭୁବନେଶ୍ୱରରେ ପୁଣି ଲଜ୍ଜା । ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଜଣେ ପୂଜକଙ୍କୁ ଗିରଫ କରିଛି ପୁଲିସ । ଗିରଫ ଅଭିଯୁକ୍ତ ହେଉଛନ୍ତି ନଳିନୀ ଆଚାର୍ଯ୍ୟ । ତାଙ୍କ ଘର ଗଞ୍ଜାମ ଜିଲ୍ଲାରେ ହୋଇଥିବା ବେଳେ ସେ ଭୁବନେଶ୍ୱରରେ ରହୁଥିଲେ । Share