ଆବୁଧାବି : ଇଣ୍ଡିଆନ୍ ପ୍ରିମିୟର ଲିଗ୍ ୨୦୨୦ର ୩୭ ତମ ମ୍ୟାଚ୍ ଆଜି ଚେନ୍ନଇ ସୁପରକିଙ୍ଗସ ଓ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚରେ ଆଗ ବ୍ୟାଟିଂ କରି ଚେନ୍ନଇ ସୁପରକିଙ୍ଗସ ରାଜସ୍ଥାନ ରୟାଲ୍ସ ଆଗରେ ୧୨୬ ରନର ବିଜୟ ଲକ୍ଷ୍ୟ ରଖିଛି । ଆଜି ଚେନ୍ନଇ ଟସ ଜିଣି ପ୍ରଥମେ ବ୍ୟାଟିଂ ପାଇଁ ନିଷ୍ପତ୍ତି ନେଇଥିଲା । ତେବେ ଦଳ ନିର୍ଦ୍ଧାରିତ ୨୦ ଓଭରରେ ୫ ଓ୍ବିକେଟ ହରାଇ ୧୨୫ ରନ କରିଛି ।