ରଥଯାତ୍ରା ପ୍ରସ୍ତୁତିକୁ ନେଇ ପୁରୀରେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର, ୨୨/୦୬ : ରଥଯାତ୍ରା ପ୍ରସ୍ତୁତିକୁ ନେଇ ପୁରୀରେ ମୁଖ୍ୟମନ୍ତ୍ରୀ । ପୁରୀ ପୌର ସଦନଠାରେ ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ସହ ୨ ଉପମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିଛନ୍ତି । ଆଇନ ମନ୍ତ୍ରୀଙ୍କ ସମେତ ବହୁ ମନ୍ତ୍ରୀ ଉପସ୍ଥିତ । ମୁଖ୍ୟ ଶାସନ ସଚିବ, ଡିଜିପି ଓ ଅଗ୍ନିଶମ ଡିଜି ଉପସ୍ଥିତ । ପୁରୀ ଜିଲ୍ଲାର ସମସ୍ତ ବିଧାୟକ ଓ ୨ ସାଂସଦ ଉପସ୍ଥିତ । ପରିମଳ, ସ୍ବାସ୍ଥ୍ୟ, ସୁରକ୍ଷା ଓ ଗମନାଗମନ ନେଇ ସମୀକ୍ଷା। ଶୃଙ୍ଖଳିତ ନୀତିକାନ୍ତି ଓ ସୁବ୍ୟବସ୍ଥିତ ଦର୍ଶନ ନେଇ ଆଲୋଚନା।

Leave A Reply

Your email address will not be published.