ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୩/୧୧ : ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଯାଉଛନ୍ତି । ଆନନ୍ଦପୁରରେ ଏକ ବିବାହ ଉତ୍ସବରେ ମୁଖ୍ୟମନ୍ତ୍ରୀ ଯୋଗଦେବେ, ଏହାପରେ ରାଇକଳା ସର୍ବଭାରତୀୟ ଫୁଟବଲ ପ୍ରତିଯୋଗିତାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । କାର୍ଯ୍ୟକ୍ରମ ପରେ କେନ୍ଦୁଝର ସର୍କିଟ ହାଉସରେ ରାତ୍ରୀଯାପନ କରିବାରୁ କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି ।