ରାଷ୍ଟ୍ରପତିଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ ରାଜ୍ୟ By Odisha Khabar On Mar 30, 2021 Share ଭୁବନେଶ୍ୱର,୩୦ /୩ : ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କର ବାଇପାସ୍ ଅପରେସନ୍ କରିଥିବା ଡାକ୍ତରମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କର ଆଶୁ ଆରୋଗ୍ୟ କାମନା କରିବା ସହ ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ ନିମନ୍ତେ ପ୍ରାର୍ଥନା କରିଛନ୍ତି। chief-minister-news Share