ଭୁବନେଶ୍ୱର, ୧୩/୧୧ : ଆଜି ନୀଳଗିରିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନୀଳଗିରି କଲେଜ ପଡ଼ିଆରେ ପହଞ୍ଚିବା ପରେ ତାଙ୍କୁ ପୋଲିସ ପ୍ରଶାସନ ଦ୍ୱାରା ସମ୍ବର୍ଦ୍ଧନା କରାଯିବା ସହ କଲେଜ ଛାତ୍ରଛାତ୍ରୀ ଓ ସମସ୍ତ ବିଜେପି କର୍ମୀଙ୍କ ଦ୍ୱାରା ସ୍ୱାଗତ କରାଯାଇଛି । ପୋଲିସ ପଡ଼ିଆରେ ଜନସାଧାରଣଙ୍କୁ ସମ୍ବୋଧନ କରିବା ପରେ ଏକତା ପଦଯାତ୍ରା କାର୍ଯ୍ୟକ୍ରମ ରହିଛି ।