ଭୁବନେଶ୍ୱର, ୦୪/୦୨ : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କ ପତ୍ନୀ । ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ । ରାଷ୍ଟ୍ରପତି ଏବେ ଓଡିଶା ଗସ୍ତରେ ଆସିଛନ୍ତି । ଏହି ସମୟରେ ରାଷ୍ଟ୍ରପତିଙ୍କ ରାଇରଙ୍ଗପୁର ସ୍ଥିତ ନିଜ ବାସଭବନରେ ଭେଟିଥିଲେ ମୁଖ୍ୟମନ୍ତ୍ରୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହ ପତ୍ନୀ ଡ଼ଃ ପ୍ରିୟଙ୍କା ମାର୍ଣ୍ଡି ମଧ୍ୟ ଭେଟିଥିଲେ ।