ଝାରସୁଗୁଡ଼ା ଉପନିର୍ବାଚନ : ଆଜି ନବୀନଙ୍କ ଠାରୁ ଦଳୀୟ ଟିକେଟ ନେବେ ଦୀପାଳି

ଭୁବନେଶ୍ୱର ୧୫/୦୪: ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଶନିବାର ବିଜେଡି ପ୍ରାର୍ଥୀ ଦୀପାଳି ଦାସ ନେବେ ଟିକେଟ୍ । ୧୮ ତାରିଖରେ ନାମାଙ୍କନ ଭରିବେ ଦୀପାଳି । ଝାରସୁଗୁଡା ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର । ମଇ ୧୦ରେ ଝାରସୁଗୁଡା ଉପନିର୍ବାଚନ ପାଇଁ ଭୋଟିଂ ହେବ । ଏଥିପାଇଁ ଏପ୍ରିଲ୍ ୧୩ରେ ପ୍ରକାଶ ପାଇବ ବିଜ୍ଞପ୍ତି । ୨୦ରୁ ଆରମ୍ଭ ହେବ ନାମାଙ୍କନ ଦାଖଲ ପ୍ରକ୍ରିୟା । ୨୧ରୁ ୨୩ ମଧ୍ୟରେ ପ୍ରାର୍ଥୀ ପତ୍ର ଯାଞ୍ଚ ପ୍ରକ୍ରିୟା ଶେଷ ହେବ । ଏପ୍ରିଲ୍‌ ୨୪ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ । ମଇ ୧୩ରେ ଭୋଗ ଗଣତି ହେବ ।

SBI AD