ନୂଆଦିଲ୍ଲୀ, ୨୩/୧୧ : ଆଜି ବାଂଲାଦେଶରେ ଗୋଟିଏ ସେକେଣ୍ଡରେ ୨ ଟି ଭୂକମ୍ପ ହୋଇଥିବା ସୂଚନା ମିଳିଛି । ଭୂକମ୍ପର ତୀବ୍ରତା ୩.୭ ଏବଂ ୪.୩ । ବାଂଲାଦେଶ ପାଣିପାଗ ବିଭାଗର ଭୂମିକମ୍ପ ପର୍ଯ୍ୟବେକ୍ଷଣ ଏବଂ ଗବେଷଣା କେନ୍ଦ୍ର ଶନିବାର ସକାଳ ୧୦ଟା ୩୬ ମିନିଟ୍ ସମୟରେ ଢାକାର ଆଶୁଲିଆର ବାଇପାଇଲରେ ରିକ୍ଟର ସ୍କେଲରେ ୩.୩ ତୀବ୍ରତାର ଭୂମିକମ୍ପ ରେକର୍ଡ କରିଛି ।