ଏପ୍ରିଲରୁ ଓଡ଼ିଶାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା

ଭୁବନେଶ୍ୱର, ୦୭/୦୧ : ଆସନ୍ତା ଏପ୍ରିଲରୁ ଓଡ଼ିଶାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା । ଜନଗଣନା ନିର୍ଦ୍ଦେଶକ ନିଖିଲ ପୱନ କଲ୍ୟାଣଙ୍କ ସୂଚନା । ରାଜ୍ୟସ୍ତରୀୟ ଜନଗଣନା ସମନ୍ୱୟ କମିଟି ବୈଠକ ପରେ ସୂଚନା । ୨୦୨୭ ଫେବୃଆରୀରେ ହେବ ଦ୍ଵିତୀୟ ପର୍ଯ୍ୟାୟ ଜନଗଣନା । ପ୍ରଥମ ପର୍ଯ୍ୟାୟରେ ଘର ଓ ଆସବାବପତ୍ର ଗଣନା ହେବ’ । ଦ୍ଵିତୀୟ ପର୍ଯ୍ୟାୟରେ ଘରକୁ ଘର ବୁଲି ହେବ ଜନଗଣନା’ । ନିଯୁକ୍ତ ହେବେ ଲକ୍ଷାଧିକ ଜନଗଣନା ଅଧିକାରୀ’ । ଜଣେ ଚାହିଁଲେ ନିଜ ତଥ୍ୟ ୱେବସାଇଟରେ ପଞ୍ଜିକୃତ କରିପାରିବେ’ ।