ଭୁବନେଶ୍ୱର, ୦୭/୦୮ : ଆଜି ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୦୨,୫୫୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୯୪, ୦୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧, ୦୨,୫୫୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୪ ହଜାର ୦୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୦୨,୭୦୦ ଟଙ୍କା ଓ ୨୨ କ୍ୟାରେଟ୍ ୯୪, ୧୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୦୨,୫୫୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୯୪ ହଜାର,୦୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୦୨,୫୫୦ ଓ ୯୪,୦୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୧୭,୦୦୦ ଟଙ୍କା ହୋଇଛି ।