ଭୁବନେଶ୍ୱର, ୧୧/୦୪ : ପୁଣି ବଢିଲା ସୁନା ଦାମ୍ । ଗ୍ରାହକଙ୍କୁ ମିଳୁଛି ଝଟକା ପରେ ଝଟକା । ଆଜି ସୁନା ଦରରେ ବୃଦ୍ଧି ହୋଇଛି । ୨୪ କ୍ୟାରେଟ୍ ସୁନା ଦାମ୍ ୧୦ ଗ୍ରାମ୍ ପ୍ରତି ୯୫,୪୦୦ରେ ପହଞ୍ଚିଛି । ଗତକାଲି ଏହା ୯୩,୩୮୦ ଟଙ୍କା ଥିଲା । ଏଥିରେ ୨,୦୨୦ ଟଙ୍କା ବୃଦ୍ଧି ହୋଇଛି । ୨୨ କ୍ୟାରେଟ୍ ସୁନା ଦାମ୍ ୧୦ ଗ୍ରାମ୍ ପ୍ରତି ୮୭,୪୫୦ ଟଙ୍କା ରହିଛି । ଗତକାଲି ଏହା ୮୫,୬୦୦ ଟଙ୍କା ଥିଲା । ଏଥିରେ ୧,୮୫୦ ଟଙ୍କା ବୃଦ୍ଧି ହୋଇଛି । ୧୮ କ୍ୟାରେଟ୍ ସୁନା ଦାମ୍ ୧୦ ଗ୍ରାମ୍ ପ୍ରତି ୭୧,୫୫୦ ଟଙ୍କା ରହିଛି । ଗତକାଲି ଏହା ୭୦,୦୪୦ ଟଙ୍କା ଥିଲା । ଏଥିରେ ୧,୫୧୦ ଟଙ୍କା ବୃଦ୍ଧି ହୋଇଛି । ସେହିପରି ରୁପା ଦାମ୍ ମଧ୍ୟ ବୃଦ୍ଧି ପାଇଛି । ୧୦୦ ଗ୍ରାମ୍ ରୁପା ଦାମ୍ ୧୦,୮୦୦ ରହିଛି । ଗତକାଲି ଏହା ୧୦,୭୦୦ ଥିଲା । ଏଥିରେ ୧୦୦ଟଙ୍କା ବୃଦ୍ଧି ହୋଇଛି ।