ନୂଆଦିଲ୍ଲୀ, ୧୫/୧୦ : ଆଜି ସୁପ୍ରିମକୋର୍ଟରେ ଅନେକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି ହେବ । ନିର୍ବାଚନରେ ଅନିୟମିତତା ଅଭିଯୋଗକୁ ନେଇ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ସମେତ ୧୩ ଜଣ ବିରୋଧୀ ନେତା ଦାଖଲ କରିଥିବା ଆବେଦନର ଶୁଣାଣି ହେବ । ଅକ୍ଟୋବର ୧୫ରେ ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତ ଏବଂ ବିଚାରପତି ଜୟମାଲ୍ୟ ବାଗଚୀଙ୍କ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିବେ ।