ଆଜି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ କ୍ୟାବିନେଟ୍ ଗୁରୁତ୍ୱପୂର୍ଣ୍ଣ ବୈଠକ ରାଜ୍ୟ By Odisha Khabar Last updated Jan 31, 2026 Share ଭୁବନେଶ୍ୱର, ୩୧/୦୧ : ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ୫ରୁ ଅଧିକ ପ୍ରସ୍ତାବ ଉପରେ ମୋହର ବାଜିପାରେ । ଶନିବାର ସକାଳ ୧୧ଟାରେ ବସିବାକୁ ଯାଉଛି ରାଜ୍ୟ କ୍ୟାବିନେଟ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ । Share