କମିଲା ସୁନା-ରୁପା ଦର

ଭୁବନେଶ୍ବର, ୧୩/୦୪ : ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୨,୪୬୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୯,୭୫୦ ଟଙ୍କା ଛୁଇଁଛି । ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୨,୪୬୦ ଟଙ୍କା ରହିଥିବା ବଳେେ ୨୨ କ୍ୟାରେଟ ସୁନାର ମୂଲ୍ୟ ହଜାର ୧,୩୯,୭୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ ୧,୫୨,୪୬୦ ଟଙ୍କା ଓ ୨୨ କ୍ୟାରେଟ ମୂଲ୍ୟ ୧,୩୯,୭୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରଟେ୍ ୧,୫୨,୬୧୦ ଟଙ୍କା ଓ ୨୨ କ୍ୟାରେଟ ୧,୩୯ ୯୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚନେ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୫୩,୩୮୦ ଟଙ୍କା ଥିବା ବଳେେ ୨୨ କ୍ୟାରେଟ ମୂଲ୍ୟ ୧,୪୦, ୬୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୫୨,୪୬୦, ୨୨ କ୍ୟାରଟେ ମୂଲ୍ୟ ୧,୩୯,୭୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୫୫ ,୦୦୦ ଟଙ୍କା ହୋଇଛି । ତବେେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସନେ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷପେ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।