ନୂଆଦିଲ୍ଲୀ, ୧୭/୧୧ : ଆଜି ଗୋଟିଏ ମଞ୍ଚରେ ଏକାଠି ହେବେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଫିଲିପାଇନ୍ସର ରାଜଧାନୀ ମନିଲାରେ ଆଜି ଆୟୋଜିତ ହେବ କ୍ୱାଡ୍ ନେତାଙ୍କ ଶିଖର ସମ୍ମିଳନୀ । ଏହି ବୈଠକରେ ମୋଦୀ ଓ ଟ୍ରମ୍ପଙ୍କ ସମେତ ଜାପାନ ଓ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ମଧ୍ୟ ସାମିଲ ହେବେ ।