ଆଇପିଏଲ୍‌-୨୦୨୦ : ପଂଜାବକୁ ୧୭୭ ରନ୍‌ର ବିଜୟ ଲକ୍ଷ୍ୟ ଦେଲା ମୁମ୍ବାଇ

ଦୁବାଇ: ଆଇପିଏଲର ୩୬ତମ ମ୍ୟାଚରେ ଆଜି ମୁମ୍ବାଇ ଇଣ୍ଡିଆନ୍ସ ଓ କିଙ୍ଗସ୍‌ ଇଲେଭେନ ପଂଜାବ ମୁହଁମୁହିଁ ହେଉଛନ୍ତି। ଏହି ମ୍ୟାଚରେ ମୁମ୍ବାଇ ଟସ୍‌ ଜିଣି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଓପନର କ୍ୱିଣ୍ଟନ ଡି କକ୍‌ଙ୍କ ୫୩ ରନ୍‌ ବଳରେ ମୁମ୍ବାଇ ୨୦ ଓଭରରେ ୬ଟି ଓ୍ଵିକେଟ୍‌ ହରାଇ ୧୭୬ ରନ୍‌ କରିଛି। ଫଳରେ ପଂଜାବକୁ ୧୭୭ ରନ୍‌ର ବିଜୟ ଲକ୍ଷ୍ୟ ଦେଇଛି।