ରାଜ୍ୟରେ ଆଜି ଆଉ ୩୯୩ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୧୩/୧୨ : ରାଜ୍ୟରେ ଆଜି ପୁଣି ୩୯୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୨୨୮ ଜଣ ସଂଗରୋଧ କେନ୍ଦ୍ରରୁ ରହିଥିବାବେଳେ ୧୬୫ ଜଣ ସ୍ଥାନୀୟ ଅଂଚଳରୁ ରହିଛନ୍ତି । ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୨୩ ହଜାର ୭୫୭ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Comments are closed.