ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଅସୁସ୍ଥ, ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ବର ୧୫/୪: ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଅସୁସ୍ଥ । ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ହୃଦ ଜନିତ ରୋଗରେ ପୀଡ଼ିତ ଥିବା ନେଇ ସୂଚନା ମିଳିଛି। ନିରଞ୍ଜନ ପଟ୍ଟନାୟକ ଅସୁସ୍ଥ ନେଇ ପରିବାର ସୂତ୍ରରୁ ସୂଚନା ମିଳିଛି।