ବିଏମ୍‌ସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ମାମଲା : ଗିରଫ ୫ ଜଣଙ୍କୁ ମିଳିଲା ଜାମିନ

0

ଭୁବନେଶ୍ବର, ୧୬/୦୭ : ବିଏମ୍‌ସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ମାମଲାରେ ୫ ଜଣ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କଲେ ଖୋର୍ଦ୍ଧା ଜିଲ୍ଲା ଦୌରାଜଜ୍‌ । ୨୯ନଂ ୱାର୍ଡ କର୍ପୋରେଟର ଅପରୂପ ନାରାୟଣ ରାଉତ, ରଶ୍ମି ରଞ୍ଜନ ମହାପାତ୍ର, ଦେବାଶିଷ ପ୍ରଧାନ, ସଚ୍ଚିକାନ୍ତ ସ୍ୱାଇଁ ଓ ସଞ୍ଜୀବ ମିଶ୍ରଙ୍କୁ କୋର୍ଟ ଜାମିନ୍ ପ୍ରଦାନ କରିଛନ୍ତି । ପୂର୍ବରୁ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ଜାମିନ ମିଳିସାରିଛି । କହିରଖୁଛୁ BMC ଅଧିକାରୀଙ୍କୁ ମାଡ଼ ଘଟଣାରେ ୬ ଜଣ ଗିରଫ ହୋଇଥିଲେ ।

SBI AD
Leave A Reply

Your email address will not be published.