ଆଉ ୪୦ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ଆଜି ରାଜ୍ୟରେ ପୁଣି ଉପରମୁହାଁ ହୋଇଛି । ଗତ ୨୪ ଘଣ୍ଟା ଭିତରେ ୪୦ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି।

ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨ହଜାର ୮୩୧ କୁ ବୃଦ୍ଧି ପାଇଛି।

ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।