ସେପ୍ଟେମ୍ବର ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ୨ କଳା ପରୀକ୍ଷା ଫଳ ରାଜ୍ୟ By Odisha Khabar On Aug 25, 2020 Share ଭୁବନେଶ୍ୱର, ୨୫/୮ : ସେପ୍ଟେମ୍ବର ମାସ ପ୍ରଥମ ସପ୍ତାହରେ ଯୁକ୍ତ ୨ କଳା ପରୀକ୍ଷା ଫଳ ପ୍ରକାଶ ପାଇବ । ଯୁକ୍ତ ୨ କଳା ସହ ଧନ୍ଦାମୂଳକ ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ। ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି। plus-2arts-result-will-be-published-in-september-first-week Share